ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଆରମ୍ଭ

ଆଜି ସନ୍ଧ୍ୟା ୭ଟା ପରେ ଘୋଷଣା କରାଯିବ ‘ଏକ୍ଜିଟ୍‌ ପୋଲ୍‌’ ଫଳାଫଳ କୋଲକାତା: କୋଭିଡ୍‌-୧୯ ସଂକ୍ରମଣ ବିଭୀଷିକା ମଧ୍ୟରେ ଆଜି ସକାଳ ୭ଟାରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ୮ମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ୩୫ଟି ଆସନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ତେଣୁ, କୋଭିଡ୍-୧୯ ନିୟମ ଅନୁସରଣ କରି ଭୋଟ୍‌ ଦେବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୋଟର୍‌ମାନଙ୍କୁ ଅନୁରୋଧ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ଆଜି … Continue reading ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଆରମ୍ଭ