ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ୯୭୯୩ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହୋଇଛି ସଂକ୍ରମଣ। ୨୪ ଘଣ୍ଟାରେ ରାଜ୍ୟରେ ୯୭୯୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫ ହଜାର ୫୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ଅଛନ୍ତି ୪ ହଜାର ୨୫୯। ଖୋର୍ଦ୍ଧାରେ ସର୍ବାଧିକ ୧୫୧୧ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ ଦ୍ୱିତୀୟ ସ୍ଥାନରେ ରହିଛି। ଜିଲ୍ଲାରେ ୧୦୧୮ ମାମଲା ଚିହ୍ନଟ ହୋଇଛି। ସେହିଭଳି ଅନୁଗୁଳରେ ୫୨୬, କଟକରେ ୬୪୧, ଝାରୁସୁଗୁଡାରେ … Continue reading ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ୯୭୯୩ ନୂଆ ପଜିଟିଭ ଚିହ୍ନଟ