ଦେଶରେ ଉପଲବ୍ଧ ହେବ ୨୧୬ କୋଟି ଡୋଜ୍ ଟିକା

ଅଗଷ୍ଟରୁ ଦୂର ହେବ ଦେଶର ଟିକା ଅଭାବ ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟ ରୁ ଡିସେମ୍ବର ମଧ୍ୟରେ ଦେଶରେ ଥିବା କରୋନା ଟିକାର ଅଭାବ ଦୂର ହୋଇଯ଼ିବ। ଏହି ସମୟ ସୁଦ୍ଧା ଦେଶରେ ପ୍ରାୟ ୨୧୬ କୋଟି ଡୋଜ୍ ଟିକା ଉପଲବ୍ଧ ହୋଇଥିବା ଆଶା କରାଯ଼ାଉଛି ବୋଲି ସରକାରଙ୍କ କୋଭିଡ ଟାସ୍କଫୋର୍ସର ମୁଖ୍ୟ ଡ.ଭି.କେ. ପଲ କହିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇଛନ୍ତି ଯ଼େ … Continue reading ଦେଶରେ ଉପଲବ୍ଧ ହେବ ୨୧୬ କୋଟି ଡୋଜ୍ ଟିକା