ରାଜ୍ୟରେ ଆଜି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏମାନଙ୍କ ଭିତରେ ଜଣେ ୫୩ ବର୍ଷୀୟା ମହିଳା, ଜଣେ ୫୩ ବର୍ଷିୟ ପୁରୁଷ ଓ ୩୭ ବର୍ଷିୟ ପୁରୁଷ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାର ଜଣେ ୩୬ ବର୍ଷିୟ ପୁରୁଷ, ବରଗଡ଼ … Continue reading ରାଜ୍ୟରେ ଆଜି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ