ଭୀଷଣ ସାମଦ୍ରିକ ବାତ୍ୟାରେ ପରିଣତ ହେଲା ତୌ’ତେ: ମଙ୍ଗଳବାର ସକାଳେ ଗୁଜୁରାଟ ଉପକୂଳ ଅତିକ୍ରମ କରିବ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ତୌ’ତେ ଆଜି ଏକ ସିଭୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି। ଏହା ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଉତ୍ତର ଦିଗରେ ଗତି କରୁଛି ଓ ଆଜି ଦିନ ସାଢେ ୧୧ଟା ସୁଦ୍ଧା ଏହା ଗୋଆଠାରୁ ୨୯୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ, ମୁମ୍ବାଇଠାରୁ ୬୫୦ କିଲୋମିଟର ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇରହିଥିଲା। ଏହା … Continue reading ଭୀଷଣ ସାମଦ୍ରିକ ବାତ୍ୟାରେ ପରିଣତ ହେଲା ତୌ’ତେ: ମଙ୍ଗଳବାର ସକାଳେ ଗୁଜୁରାଟ ଉପକୂଳ ଅତିକ୍ରମ କରିବ