ଓଡ଼ିଶାର ୨୮ଟି ଜିଲ୍ଲାରେ ପିଜିଟିଭିଟି ହାର ୧୦ ପ୍ରତିଶତରୁ ଅଧିକ ରହିଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଦେଶର କେତେକ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମୁଥିବାବେଳେ ଆଉ କେତେକ ରାଜ୍ୟରେ ସଂକ୍ରମଣ ବଢିଚାଲିଛି। କମୁଥିବା ରାଜ୍ୟମାନଙ୍କ ମଧ୍ୟରେ ରହିଛନ୍ତି ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଦିଲ୍ଲୀ, ହରିୟାଣା, ବିହାର ଓ ଗୁଜୁରାଟ। ସେହିପରି ସଂକ୍ରମଣ ବଢୁଥିବା ରାଜ୍ୟମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶା, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ପଞ୍ଜାବ, ଆସାମ, ହିମାଚଳପ୍ରଦେଶ ଓ ପୁଡ଼ୁଚେରୀ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ … Continue reading ଓଡ଼ିଶାର ୨୮ଟି ଜିଲ୍ଲାରେ ପିଜିଟିଭିଟି ହାର ୧୦ ପ୍ରତିଶତରୁ ଅଧିକ ରହିଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ