ଆଜିଠାରୁ ମହାପ୍ରଭୁଙ୍କ ଚନ୍ଦନଯାତ୍ରା: ଜାରି ହେଲା ୨୧ ଦିନିଆ ୧୪୪ ଧାରା

ସିଂହଦ୍ବାରଠାରୁ ନରେନ୍ଦ୍ର ପୁଷ୍କରିଣୀ ନିଷିଦ୍ଧାଞ୍ଚଳ ପୁରୀ : ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନଯାତ୍ରା ଆରମ୍ଭ ହେଉଛି। ମହାପ୍ରଭୁଙ୍କ ଚଳନ୍ତୀ ପ୍ରତିମା ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମକୃଷ୍ଣଙ୍କ ସମେତ ପଞ୍ଚ ମହାଦେବ ଜମ୍ବେଶ୍ବର, ଲୋକନାଥ, କପାଳମୋଚନ, ମାର୍କଣ୍ଡେଶ୍ବର ଓ ନୀଳକଣ୍ଠେଶ୍ବର ଚନ୍ଦନଯାତ୍ରା ପାଇଁ ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ଡ ଦେଇ ନରେନ୍ଦ୍ର ପୁଷ୍କରିଣୀଠାରେ ପହଞ୍ଚିବା ପରେ ନନ୍ଦା-ଭଦ୍ରାରେ ଚାପ ଖେଳିବେ। ଏଥିପାଇଁ ପ୍ରସ୍ତୁତିପର୍ବ ଶେଷ ହୋଇଛି। କିନ୍ତୁ ଚଳିତ ବର୍ଷ … Continue reading ଆଜିଠାରୁ ମହାପ୍ରଭୁଙ୍କ ଚନ୍ଦନଯାତ୍ରା: ଜାରି ହେଲା ୨୧ ଦିନିଆ ୧୪୪ ଧାରା