ବରିଷ୍ଠ ନାଗରିକଙ୍କ କରୋନା ଟେଷ୍ଟିଂ ଲାଗି ଭୁବନେଶ୍ୱରରେ ସ୍ୱତନ୍ତ୍ର ବ୍ୟବସ୍ଥା: ବିଏମ୍‌ସି କମିସନର

ଭୁବନେଶ୍ୱର: ଏକା ରହୁଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକମାନଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟେଷ୍ଟିଂ ସେଣ୍ଟରକୁ ଯିବାରେ ଅସୁବିଧା ଥିଲେ ବରିଷ୍ଠ ନାଗରିକ ୧୯୨୯କୁ କଲ କରିପାରିବେ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟିମ୍ ଯାଇ ଘରଠୁ ନମୁନା ସଂଗ୍ରହ କରିବେ। ବିଏମ୍‌ସି କମିସନର ସଂଜୟ ସିଂହ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି। ଆସନ୍ତା ସୋମବାର ଠାରୁ ଏହି ବ୍ୟବସ୍ଥା ଆରମ୍ଭ … Continue reading ବରିଷ୍ଠ ନାଗରିକଙ୍କ କରୋନା ଟେଷ୍ଟିଂ ଲାଗି ଭୁବନେଶ୍ୱରରେ ସ୍ୱତନ୍ତ୍ର ବ୍ୟବସ୍ଥା: ବିଏମ୍‌ସି କମିସନର