ରାଜଧାନୀରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ତେବେ ଚିହ୍ନଟ ହୋଇଥିବା ୧୩୫୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୧୮ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୩୫ଜଣ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୬୩୪ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ କରୋନା ସକ୍ରିୟ ମାମଲା ୧୨୯୦୬ରହିଛି। … Continue reading ରାଜଧାନୀରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ