ଆୟକର ରିଟର୍ଣ୍ଣ ଫାଇଲ ଶେଷ ତାରିଖକୁ ବୃଦ୍ଧି କଲା ଆୟକର ବିଭାଗ

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ୨ୟ ଲହର ଯ଼ୋଗୁଁ ଟିକସଦାତା ମାନେ ପ୍ରଭାବିତ ହୋଇଥିବାରୁ ଆୟକର ବିଭାଗ ପକ୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଫାଇଲ କରିବାର ଶେଷ ତାରିଖକୁ ୨ ମାସ ପର୍ୟ଼୍ୟନ୍ତ ବୃଦ୍ଧି କରିଛନ୍ତି। ଆୟକର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବ୍ୟକ୍ତିଗତ ଆୟକରଦାତାମାନଙ୍କ ପାଇଁ ରିଟର୍ଣ୍ଣ ଫାଇଲ କରିବାର ଶେଷ ତାରିଖ ୩୧ ଜୁଲାଇ ଥିବାବେଳେ ତାହାକୁ ୩୦ ସେପ୍ଟେମ୍ବରକୁ … Continue reading ଆୟକର ରିଟର୍ଣ୍ଣ ଫାଇଲ ଶେଷ ତାରିଖକୁ ବୃଦ୍ଧି କଲା ଆୟକର ବିଭାଗ