କୋଟିଆରେ ଆନ୍ଧ୍ରର ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ

ଭୁବନେଶ୍ବର : କୋଟିଆରେ ଆନ୍ଧ୍ରର ଜିଲ୍ଲା ପରିଷଦ ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ। ନିୟମ ଅନୁଯାୟୀ ନିର୍ବାଚନ କରାଯାଇ ନଥିବାରୁ ନିର୍ବାଚନ ରଦ୍ଦ କଲେ ହାଇକୋର୍ଟ। ନିର୍ବାଚନ ପାଇଁ ନିୟମ ଉଲ୍ଲଘଂନ ଆଣିଥିଲେ ଟିଡିପି ଓ ବିଜେପି। ଆନ୍ଧ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଟିଡିପି ଓ ବିଜେପି। ଅଭିଯୋଗ ପରେ ଆବେଦନର ଶୁଣାଣି କରି ଜିଲ୍ଲା ପରିଷଦ ନିର୍ବାଚନକୁ ରଦ୍ଦ କଲେ ଖଣ୍ଡପୀଠ। କୋଟିଆରେ ଆନ୍ଧ୍ରର ଏହି … Continue reading କୋଟିଆରେ ଆନ୍ଧ୍ରର ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଧ୍ର ହାଇକୋର୍ଟ