ମମତାଙ୍କ ପାଇଁ ଇସ୍ତଫା ଦେଲେ ଶୋଭନ ଦେବ: ତାଙ୍କ ବଦଳରେ ମମତା ଲଢ଼ିବେ ନିର୍ବାଚନ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମରୁ ବିଧାୟକ ପ୍ରାର୍ଥୀ ହୋଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ପରାଜିତ ହୋଇଥିଲେ। ହେଲେ ସେ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ତାଙ୍କୁ ବିଧାୟକ ଭାବେ ନିର୍ବାଚିତ ହେବାକୁ ପଡିବ। ହେଲେ ଭବାନୀପୁରରୁ ବିଧାୟକ ଭାବେ ଜିତିଥିବା ଟିଏମସି ନେତା ଶୋଭନ ଦେବ ଆଜି ବିଧାୟକ ପଦରୁ ଇସ୍ତଫା ଦେବା ପରେ ମମତା ବାନାର୍ଜର ଭବାନୀପୁର ଆସନରୁ ପ୍ରାର୍ଥୀ … Continue reading ମମତାଙ୍କ ପାଇଁ ଇସ୍ତଫା ଦେଲେ ଶୋଭନ ଦେବ: ତାଙ୍କ ବଦଳରେ ମମତା ଲଢ଼ିବେ ନିର୍ବାଚନ