୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୮,୯୨୧ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ : ମୃତ୍ୟୁସଂଖ୍ୟା ୪,୧୫୭

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୦୮ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାରରୁ ଅଧିକ ରହିଛି। ଗତକାଲି ରେକର୍ଡ ଠାରୁ ଆଜି ଉଭୟ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୮,୯୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୧୫୭ ମୃତ୍ୟୁ ରେକର୍ଡ … Continue reading ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୮,୯୨୧ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ : ମୃତ୍ୟୁସଂଖ୍ୟା ୪,୧୫୭