ଆଜି ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ

ନୂଆଦିଲ୍ଲୀ : ଓଡ଼ିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ‘ୟାସ୍’ର ତାଣ୍ଡବ ଯୋଗୁଁ ହୋଇଥିବା କ୍ଷତିର ଆକାଳନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ପ୍ରଭାବିତ ଦୁଇ ରାଜ୍ୟ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ପ୍ରଥମେ ଭୁବନେଶ୍ୱରରେ ଅବତରଣ କରି ଏକ ସମୀକ୍ଷା ବୈଠକ କରିବେ। ତା’ପରେ ସେ ଆକାଶ ମାର୍ଗରେ ବାଲେଶ୍ୱର, ଭଦ୍ରକ ଏବଂ ପୂର୍ବ ମେଦିନୀପୁରର ବାତ୍ୟା ପ୍ରଭାବିତ ଅଞ୍ଚଳ ଗୁଡ଼ିକ ବୁଲି ଦେଖିବେ। ତାଙ୍କ ସହିତ ଆସିବେ … Continue reading ଆଜି ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ