ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ମୟୁରଭଞ୍ଜ ରହିଛି। ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା,କନ୍ଧମାଳ,ବୌଦ୍ଧ,କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା … Continue reading ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା