ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ମାନିନଥିବାରୁ ଏବେ ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ। ଆଜି ସକାଳ ୧୦ଟାରେ ଦିଲ୍ଲୀର କର୍ମଚାରୀ, ଜନ ଅଭିଯୋଗ ଏବଂ ପେନ୍‌ସନ୍‌ ମନ୍ତ୍ରାଳୟରେ ଉପସ୍ଥିତ ହେବାକୁ କୁହାଯାଇଥିଲେ ବି ସେ ଆସିନଥିଲେ। ଆଉ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କେନ୍ଦ୍ର ସରକାର ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏବେ ପ୍ରଶ୍ନ ହେଉଛି … Continue reading ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି କେନ୍ଦ୍ର ସରକାର