ବିଶିଷ୍ଟ ସଙ୍ଗୀତଜ୍ଞ ସୁନୀଲ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତଜ୍ଞ ସୁନୀଲ ଶତପଥୀଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ବିଶିଷ୍ଟ ଗାୟିକା ଗିରିଜା ଦେବୀଙ୍କ ସେ ଆସୋସିଏଟ ଥିଲେ। ଆକାଶବାଣୀ କଟକର କାର୍ଯ୍ୟକାରୀ ନିର୍ଦ୍ଦେଶକ ଥିବାବେଳେ ସେ ଅନେକ ଗୀତର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ଆକାଶବାଣୀରେ ପ୍ରସାରିତ ମୀରାବାଈ ତାଙ୍କର ଏକ ପ୍ରମୁଖ କାର୍ଯ୍ୟକ୍ରମ ଥିଲା। ଦେଶର କିଛି ପ୍ରମୁଖ ଗାୟକଙ୍କ ସହ ବି ସୁନୀଲ ଶତପଥୀ କାମ କରିଥିଲେ। … Continue reading ବିଶିଷ୍ଟ ସଙ୍ଗୀତଜ୍ଞ ସୁନୀଲ ଶତପଥୀଙ୍କ ପରଲୋକ