ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୬୯ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ବରରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭୬ରେ ପହଞ୍ଚିଛି। କରୋନାରେ ସଂକ୍ରମିତ ହୋଇ ୩୪୩ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି … Continue reading ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୯୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ