କେରଳ ଛୁଇଁଲା ମୌସୁମୀ : ପାଣିପାଗ ବିଭାଗ

ରଜ ବେଳକୁ ଓଡ଼ିଶାରେ ପହଞ୍ଚିବ ନୂଆଦିଲ୍ଲୀ: କେରଳ ଆକାଶକୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗମନ କରିଥିବା କଥା ଆଜି ପାଣିପାଗ ବିଭାଗ ସୁନିଶ୍ଚିତ କରିଛି। ଟୁଇଟ୍‌ କରି ଭାରତୀୟ ପାଣିପାଗ ବିଭାଗ କହିଛି, କେରଳର ଦକ୍ଷିଣାଞ୍ଚଳରେ ମୌସୁମୀ ପ୍ରବାହ ଆରମ୍ଭ ହୋଇଛି। ସବିଶେଷ ବିବରଣୀ ଅବିଳମ୍ବେ ପ୍ରେସ୍‌ ରିଲିଜ୍‌ରେ ଜାରି କରାଯିବ। ସୂଚନାଯୋଗ୍ୟ, କେରଳକୁ ମୌସୁମୀ ପ୍ରବାହ ଆଗମନ ହେଉଛି ସମଗ୍ର ଦେଶରେ ୪ ମାସ ଧରି ବର୍ଷାଋତୁର ଆରମ୍ଭ। … Continue reading କେରଳ ଛୁଇଁଲା ମୌସୁମୀ : ପାଣିପାଗ ବିଭାଗ