ଏସଡିଜି ରିପୋର୍ଟକୁ ନେଇ ରାଜନୀତି କରିବା ଉଚିତ ନୁହେଁ: ଅମର ପଟ୍ଟନାୟକ

ଭୁବନେଶ୍ବର: ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ଟାର୍ଗେଟ କଲେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ନୀତି ଆୟୋଗ ତଥ୍ୟ ଗ୍ରହଣର ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଲେ ସାଂସଦ ଅମର ପଟ୍ଟନାୟକ। ଏସଡିଜି ଏକ ରାଜନୈତିକ ରିପୋର୍ଟ ନୁହେଁ। ଏହାକୁ ନେଇ ରାଜନୀତି କରିବା ଉଚିତ ନୁହେଁ ବୋଲି କହିଛନ୍ତି ଅମର ପଟ୍ଟନାୟକ। ସୂଚନାଯୋଗ୍ୟ, ଏସଡିଜି ରିପୋର୍ଟରେ ଓଡ଼ିଶାର ୧୯ତମ ସ୍ଥାନକୁ ନେଇ ରାଜ୍ୟ ସରକାରଙ୍କୁ ସାମ୍ବାଦିକ ସମ୍ମିଳନୀରେ ବିଜେଡିକୁ ୫ଟି ପ୍ରଶ୍ନ … Continue reading ଏସଡିଜି ରିପୋର୍ଟକୁ ନେଇ ରାଜନୀତି କରିବା ଉଚିତ ନୁହେଁ: ଅମର ପଟ୍ଟନାୟକ