ଫିଲ୍ମ “ଶଲାବୁଢ଼ା”ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର: ପ୍ରସିଦ୍ଧ ସମ୍ବଲପୁରୀ ଫିଲ୍ମ “ଶଲାବୁଢ଼ା”ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତି ୩ଟା ୪୫ ମିନିଟ୍‌ରେ ସମ୍ବଲପୁର ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ଧରି ସେ ମଧୁମେହ ଜନିତ ରୋଗରେ ପୀଡ଼ିତ ଥିଲେ। ତେବେ ଗତକାଲି ତାଙ୍କ ଶରୀରର ଏକାଧିକ ଅଙ୍ଗ ଅଚଳ ହେବା … Continue reading ଫିଲ୍ମ “ଶଲାବୁଢ଼ା”ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ