ବର୍ଷା ସହିତ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ବର୍ତ୍ତମାନ ସୁଦ୍ଧା ଟିଟଲାଗଡ଼ରେ ୪୧.୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ସେହିପରି ଜୁନ ୭ରୁ ୮ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା,ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ବର, … Continue reading ବର୍ଷା ସହିତ ବଜ୍ରପାତ ଆଶଙ୍କା