ରାଜଧାନୀରୁ ଚିହ୍ନଟ ହେଲେ ୪୨୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୪୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୯୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୩୬୯ଜଣ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୩୬୯ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରିଛି। ତେବେ ଏଯାବତ ରାଜ୍ୟରେ ୭୯୨୨ଟି କରୋନା ସକ୍ରିୟ ମାମଲା ଥିବା ବେଳେ ୩୫୮ଜଣଙ୍କ ଏଥିରେ ମୃତ୍ୟୁ ହୋଇଥିବା ଭୁବନେଶ୍ବର … Continue reading ରାଜଧାନୀରୁ ଚିହ୍ନଟ ହେଲେ ୪୨୪ଜଣ କରୋନା ଆକ୍ରାନ୍ତ