୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା -ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବଡ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣାରେ କରୋନା ଟିକା ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାରଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ମୋଦୀ ଘୋଷଣା କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା କେନ୍ଦ୍ର ଯୋଗାଇବ। ଟିକା ପାଇଁ କୌଣସି ରାଜ୍ୟ ସରକାରଙ୍କୁ … Continue reading ୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା -ପ୍ରଧାନମନ୍ତ୍ରୀ