ରାଜଧାନୀରେ କମୁଛି ସଂକ୍ରମଣ: ବଢୁଛି ସୁସ୍ଥହାର

ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ଭୁବନେଶ୍ୱରରେ ବି ତଳକୁ ଖସୁଛି କରୋନା ଗ୍ରାଫ୍। ଯଦି ଆମେ ଗତ ୭ଦିନର କରୋନା ରିପୋର୍ଟ ଉପରେ ନଜର ପକାଇବା ତେବେ, ମେ ୩୧ ତାରିଖରେ ୮୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ୧୦୪୬ ଜଣ ସୁସ୍ଥ ହୋଇଥିଲେ। ସେହିଭଳି ଜୁନ୍ ୧ ତାରିଖରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଥିଲା। ଜୁନ୍ ୧ତାରିଖ ଦିନ ୯୭୪ ଆକ୍ରାନ୍ତ … Continue reading ରାଜଧାନୀରେ କମୁଛି ସଂକ୍ରମଣ: ବଢୁଛି ସୁସ୍ଥହାର