ପୂର୍ବତନ ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା ରୁଜୁ। କୋଲକାତାର ସଲ୍ଟ ଲେକ୍ ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟର ପାଚେରୀ ନିର୍ମାଣ ପାଇଁ ହୋଇଥିବା ଚୁକ୍ତିନାମା ସହ ଜଡିତ ଦୁର୍ନୀତି ଅଭିଯୋଗରେ ସିବିଆଇ ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ନବମ୍ ଟୁକିଙ୍କ ବିରୋଧରେ ଏକ ନୂତନ ଏତଲା ପଞ୍ଜିକରଣ କରିଛି। ଏନେଇ ସିବିଆଇ ପକ୍ଷରୁ ସୂଚନା ଦିଆଯାଇଛି। ସିବିଆଇ ପ୍ରାଥମିକ ଅନୁସନ୍ଧାନ କରିବା ପରେ ଅଭିଯୋଗ କରିଛି ଯେ ଅରୁଣାଚଳ … Continue reading ପୂର୍ବତନ ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା ରୁଜୁ କଲା ସିବିଆଇ