ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ … Continue reading ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ