ଜୁନ୍ ଶେଷ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସକତା ରହିଥିଲା। ଏବେ ତାହା ଖୁବ୍‌ ଶୀଘ୍ର ଶେ‌ଷ ହେବାକୁ ଯାଉଛି। ଚଳିତ ଜୁନ୍ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ରହିଛି। ଆଜି ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ … Continue reading ଜୁନ୍ ଶେଷ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ