ରାଜ୍ୟରେ ୨୪ ଘଣ୍ଟାରେ ୩,୪୦୫ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୪୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୬୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮୩ଜଣ, ବାଲେଶ୍ୱରରୁ … Continue reading ରାଜ୍ୟରେ ୨୪ ଘଣ୍ଟାରେ ୩,୪୦୫ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦