ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ : ନାକ ନାହିଁ, ଗୋଟିଏ ସ୍ଥାନରେ ଦୁଇଟି ଆଖି

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲରେ ଆଜି ଏକ ଅଦ୍ଭୁତ ଶିଶୁ ଜନ୍ମଗ୍ରହଣ କରିଛି। ଶିଶୁର ନାକ ନଥିବା ବେଳେ ଗୋଟିଏ ଜଗାରେ ଦୁଇଟି ଆଖି ରହିଛି। ଶିଶୁଟି ମୃତ ଅବସ୍ଥାରେ ଜନ୍ମଗ୍ରହଣ କରିଥିବା ଏମ୍‌କେସିଜି ମେଡିକାଲର ବରିଷ୍ଠ ଶିଶୁରୋଗ ବିଭାଗ ଡା. ସୁନୀଲ କୁମାର ଅଗ୍ରୱାଲ୍‌ ସୂଚନା ଦେଇଛନ୍ତି। ଏଭଳି ଅଦ୍ଭୁତ ଶିଶୁ ଜନ୍ମଗ୍ରହଣ ଏମ୍‌କେସିଜି ମେଡିକାଲରେ ପ୍ରଥମ ବୋଲି କୁହାଯାଉଛି। ଜେନେଟିକ୍‌ ସମସ୍ୟା ଯୋଗୁଁ ଶରୀର ଗଠନରେ ଅସୁବିଧା ହୋଇ … Continue reading ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ : ନାକ ନାହିଁ, ଗୋଟିଏ ସ୍ଥାନରେ ଦୁଇଟି ଆଖି