ଜୁଲାଇ ୨୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ : କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ବି ଭକ୍ତଶୂନ୍ୟ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ବଡ଼ଦାଣ୍ଡରେ ସାନ୍ଧ୍ୟ ଆଇନ୍‌ ଲଗାଇ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା କରିବାକୁ ନିଷ୍ପତ୍ତି ହୋଇଛି। ସେପଟେ ଶ୍ରୀମନ୍ଦିର ପ୍ରଶାସନ ଶୃଙ୍ଖଳିତ ରଥଯାତ୍ରା ତଥା ସେବାୟତ ସଂକ୍ରମଣ ରୋକିବା ପାଇଁ … Continue reading ଜୁଲାଇ ୨୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ