ରାଜଧାନୀରେ ପୁଣି ସେକ୍ସ ର‍୍ୟାକେଟ୍‌: ୫ ଯୁବତୀ ଉଦ୍ଧାର, ୭ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ ସେକ୍ସ ର‍୍ୟାକେଟ୍‌ର ପର୍ଦ୍ଦାଫାସ କରିଛି କମିସନରେଟ ପୁଲିସ। ବିଶେଷ ସୂତ୍ରରୁ ସୂଚନା ପାଇଁ ବୁଧବାର କ୍ୟାପିଟାଲ ଥାନା ପୁଲିସ ରାଜମହଲ ନିକଟରେ ଥିବା ଏକ ବାର୍‌ ଉପରେ ଅଚାନକ ଚଢ଼ାଉ କରିଛି। ଚଢ଼ାଉ ସମୟରେ ୫ ଜଣ ଯୁବତୀଙ୍କୁ ପୁଲିସ ଉଦ୍ଧାର କରିଥିବା ବେଳେ ୭ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଟଙ୍କାରେ ଲୋଭ ଦେଖାଇ ଦଲାଲମାନଙ୍କ ଦ୍ୱାରା ବିଭିନ୍ନ ଅଞ୍ଚଳରୁ … Continue reading ରାଜଧାନୀରେ ପୁଣି ସେକ୍ସ ର‍୍ୟାକେଟ୍‌: ୫ ଯୁବତୀ ଉଦ୍ଧାର, ୭ ଅଟକ