ମାଷ୍ଟରକ୍ୟାଣ୍ଟିନ ଛକରୁ ଘୋଡ଼ା ସ୍ଥାନାନ୍ତର ପ୍ରସଙ୍ଗ: ତେଜିଲା ପ୍ରତିବାଦର ସ୍ବର

ଭୁବନେଶ୍ବର : ମାଷ୍ଟରକ୍ୟାଣ୍ଟିନ ଛକରୁ ଘୋଡ଼ା ଓ ଯୋଦ୍ଧା ମୂର୍ତ୍ତିକୁ ସ୍ଥାନାନ୍ତର ନିଷ୍ପତ୍ତି ବିରୋଧରେ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ଶୁକ୍ରବାର କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକରେ ପ୍ରତିବାଦ ସଭା କରାଯାଇଥିବାବେଳେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେପିର ଅନ୍ୟ ନେତାମାନେ ମଧ୍ୟ ଏହାକୁ ବିରୋଧ କରିଛନ୍ତି। ଓଡ଼ିଶାର ସମୃଦ୍ଧ ଐତିହ୍ୟ ଓ କୀର୍ତ୍ତିରାଜିର ପ୍ରତୀକ ମାଷ୍ଟରକ୍ୟାଣ୍ଟିନ ଛକର ଘୋଡ଼ା ଓ ଯୋଦ୍ଧା ମୂର୍ତ୍ତିକୁ ରାଜ୍ୟ ସରକାର … Continue reading ମାଷ୍ଟରକ୍ୟାଣ୍ଟିନ ଛକରୁ ଘୋଡ଼ା ସ୍ଥାନାନ୍ତର ପ୍ରସଙ୍ଗ: ତେଜିଲା ପ୍ରତିବାଦର ସ୍ବର