ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ ଦେଶବାସୀଙ୍କ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ସକାଳ ୬ଟା ୩୦ରେ ସମ୍ବୋଧନ କରିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି। କରୋନା ମହାମାରୀ ପାଇଁ ଏଥର ଭର୍ଚୁଆଲ ମାଧ୍ୟମରେ ଯୋଗ କରାଯିବ। ପ୍ରଧାନମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, କାଲି ୨୧ ଜୁନରେ ଆମେ ସପ୍ତମ ଯୋଗ ଦିବସ ପାଳନ କରିବୁ। ଏଥର ଥିମ ରହିଛି ଯୋଗ ଫର ୱେଲନେସ, … Continue reading ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ ଦେଶବାସୀଙ୍କ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ