ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି। କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ … Continue reading ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ମୃତ