ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ବର : ରାଜ୍ୟରେ ବିଳମ୍ବିତ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଆଶଙ୍କା ପ୍ରକଟ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ। ଆସନ୍ତା ମାର୍ଚ୍ଚ ୧୦, ୨୦୨୨ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ୟ୍ୟକାଳ ସରିବ। ତାହା ପୂର୍ବରୁ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପ୍ରକ୍ରିୟା ଶେଷ ହେବା କଥା। କିନ୍ତୁ ଏହି କାର୍ଯ୍ୟ ଶେଷ ହୋଇନଥିବାରୁ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ରହିଛି। ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ଯ଼ଥା … Continue reading ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ