ସେପ୍ଟେମ୍ବର ୧୦ରେ ବଜାର ପ୍ରବେଶ ହେବ ‘ଜିଓ ଫୋନ ନେକ୍ସଟ’

ନୂଆଦିଲ୍ଲୀ: ରିଲାଏନ୍ସ କମ୍ପାନୀ ଆଜି ତାର ୪୪ତମ ବାର୍ଷିକ ବୈଠକ ଆୟୋଜନ କରିଛି। ଏହି ଅବସରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କିଛି ବଡ଼ ଘୋଷଣା କରିଛନ୍ତି। ଗୁଗୁଲ ଓ ଜିଓ ମିଳିତ ଭାବେ ଏକ ସ୍ମାର୍ଟ ଫୋନ ଲଞ୍ଚ କରିଛନ୍ତି, ଯାହାର ନାଁ ହେଉଛି ଜିଓ ଫୋନ ନେକ୍ସଟ। ଏହି ଫୋନ ଦୁନିଆର ସବୁଠାରୁ ଶସ୍ତା ଫୋନ ବୋଲି ସେ ଦାବି … Continue reading ସେପ୍ଟେମ୍ବର ୧୦ରେ ବଜାର ପ୍ରବେଶ ହେବ ‘ଜିଓ ଫୋନ ନେକ୍ସଟ’