ମାଟ୍ରିକ୍‍ ପାସ୍ କଲେ ଦାନ ମାଝୀଙ୍କ ଝିଅ

ସଉରା ସଂପ୍ରଦାୟର‌ ମୋହନ ଚରଣ ରଇତ ସ୍କୁଲ ଟପର୍ ଚନ୍ଦଶେଖରପୁର : ଶୁକ୍ରବାର ପ୍ରକାଶିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। ଚଳିତବର୍ଷ କିସ୍‌ର ମୋଟ ୧୯୦୦ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିବାବେଳେ ସେଥିରୁ ୬୨୯ ଛାତ୍ରଛାତ୍ରୀ ୭୦ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଡିଡାଇ, ଜୁଆଙ୍ଗ, … Continue reading ମାଟ୍ରିକ୍‍ ପାସ୍ କଲେ ଦାନ ମାଝୀଙ୍କ ଝିଅ