ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, … Continue reading ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା