ଓଡ଼ିଶାରେ ୩୪୦୮ ନୂଆ କରୋନା ଆକ୍ରାନ୍ତ : ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଲା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଜଣ ଓ କଟକରୁ ୫୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଯାଇଛି। ରାଜ୍ୟ ସୂଚନା … Continue reading ଓଡ଼ିଶାରେ ୩୪୦୮ ନୂଆ କରୋନା ଆକ୍ରାନ୍ତ : ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଲା