କଟକଣା ଭିତରେ ଚା’ ଦୋକାନ ଖୋଲିବାକୁ ଅନୁମତି ଦେବାକୁ ଦାବି
ଭୁବନେଶ୍ବର: କରୋନା ସଂକ୍ରମଣ ରୋକିବାକୁ ସରକାର ଲକଡାଉନ୍ କଟକଣା ଲଗାଇଛନ୍ତି। ଫଳରେ ବିଭିନ୍ନ ଦୋକାନ ଖୋଲିବା ଉପରେ ଅଙ୍କୁଶ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବାଦ୍ ଆଉକେହି ବ୍ୟବସାୟ କରିପାରୁ ନାହାନ୍ତି। ଏହାକୁ ନେଇ ନାନା ପ୍ରକାର ହଇରାଣ ହେଉଛନ୍ତି ଛୋଟ ଛୋଟ ଦୋକାନୀ। ବିଶେଷ କରି ଚା’ ଦୋକାନ କରି ପରିବାର ଚଳାଉଥିବା ବ୍ୟବସାୟୀମାନେ ଗତ ଦୁଇମାସ ହେଲା ହାତବାନ୍ଧି ବସିଛନ୍ତି।ଗତବର୍ଷ ପ୍ରଥମ ଲହର ସମୟରେ ମଧ୍ୟ … Continue reading କଟକଣା ଭିତରେ ଚା’ ଦୋକାନ ଖୋଲିବାକୁ ଅନୁମତି ଦେବାକୁ ଦାବି
Copy and paste this URL into your WordPress site to embed
Copy and paste this code into your site to embed