ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। … Continue reading ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ କରୋନା ସଂକ୍ରମିତଙ୍କ ମୃତ୍ୟୁ