ୟୁଏଇ ଓ ଓମାନରେ ଖେଳାଯିବ ଟି-୨୦ ବିଶ୍ବକପ : ଆଇସିସି

ମୁମ୍ବାଇ : ୟୁଏଇ ଓ ଓମାନରେ ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ଟି୨୦ ବିଶ୍ବକପ କ୍ରିକେଟ ଖେଳାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଘୋଷଣା କରିଛି। ଏଥିପାଇଁ ପୂର୍ବରୁ ବିସିସିଆଇ ଦେଇଥିବା ପ୍ରସ୍ତାବରେ ଆଇସିସି ମୋହର ମାରିଛି। ଏହି ଟୁର୍ଣ୍ଣାମେଣ୍ଟ ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ, ଆବୁ ଧାବିର ଶେଖ ଜାୟେଦ୍ ଷ୍ଟାଡିୟମ, ଶାରଜା ଷ୍ଟାଡିୟମ ଓ ଓମାନ କ୍ରିକେଟ ଏକାଡେମୀ ଗ୍ରାଉଣ୍ଡରେ ଖେଳାଯିବ। ବିସିସିଆଇ ଏହି … Continue reading ୟୁଏଇ ଓ ଓମାନରେ ଖେଳାଯିବ ଟି-୨୦ ବିଶ୍ବକପ : ଆଇସିସି