ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଦୂତୀ, ବୀରେନ୍ଦ୍ର,ଅନୁରାଧା ଓ କାଳୁଙ୍କ ନାଁ ସୁପାରିସ

ଭୁବନେଶ୍ୱର: ବର୍ଷ ୨୦୨୧ ପାଇଁ ଦିଆଯିବାକୁ ଥିବା ଜାତୀୟ ସ୍ତରୀୟ କ୍ରୀଡ଼ା ପୁରସ୍କାର ପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବ୍ୟାପର ବିଭାଗ ପକ୍ଷରୁ ୪ ଜଣ ପ୍ରତିଭାଙ୍କ ନାମକୁ ସୁପାରିସ କରାଯାଇଛି। କ୍ରୀଡ଼ା ବିଭାଗ ଓଡ଼ିଆ ଆଥଲେଟ ତଥା ଧାବିକା ଦୂତୀ ଚାନ୍ଦ, ଅନ୍ତର୍ଜାତୀ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା, ହକିକୋଚ୍ କାଳୁ ଚୌଧୁରୀ ଓ ପୂର୍ବତନ ଆଥଲେଟ୍ ଅନୁରାଧା ବିଶ୍ୱାଳଙ୍କ ନାମ ପୁରସ୍କାର ପାଇଁ ରାଜ୍ୟ … Continue reading ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଦୂତୀ, ବୀରେନ୍ଦ୍ର,ଅନୁରାଧା ଓ କାଳୁଙ୍କ ନାଁ ସୁପାରିସ