ଆଜି ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୪୭୫

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୦୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୭୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୭ଜଣ, ବାଲେଶ୍ୱରରୁ … Continue reading ଆଜି ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୪୭୫