ସପ୍ତମ ବେତନ କମିସନ: ୧୧% ଅଧିକ ମହଙ୍ଗା ଭତ୍ତା ପାଇବେ କେନ୍ଦ୍ରୀୟ ସରକାରୀ କର୍ମଚାରୀ

ନୂଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦିଆଯାଉଥିବା ମହଙ୍ଗା ଭତ୍ତା(ଡିଏ)କୁ ୧୭ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ସୂତ୍ରରୁ ଏହା ଜଣାପଡିଛି ଯେ, ଗତ ବର୍ଷ ଏହାକୁ ବନ୍ଦ କରାଯିବା ପରେ କେନ୍ଦ୍ର କ୍ୟାବିନେଟ୍ ଚଳିତ ବର୍ଷ ଡିଏ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ, ଯେଉଁମାନେ ମାସ ମାସ ଧରି ଏହି ଘୋଷଣାକୁ ଅପେକ୍ଷା କରିଥିଲେ ସେମାନଙ୍କ … Continue reading ସପ୍ତମ ବେତନ କମିସନ: ୧୧% ଅଧିକ ମହଙ୍ଗା ଭତ୍ତା ପାଇବେ କେନ୍ଦ୍ରୀୟ ସରକାରୀ କର୍ମଚାରୀ