ଆଜି ଶ୍ରୀଜଗନ୍ନାଥଙ୍କ ଜନ୍ମବେଦୀରେ ସନ୍ଧ୍ୟା ଦର୍ଶନ

ପୁରୀ : ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ଜନ୍ମବେଦିରେ ଏ ବର୍ଷର ଶେଷ ଦର୍ଶନ ଦେଇମହାପ୍ରଭୁ ବାହୁଡ଼ା ଯାତ୍ରାରେ ବାହାରିବେ। ପ୍ରତିବର୍ଷ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥାଏ। କିନ୍ତୁ ଚଳିତବର୍ଷ କରୋନା କଟକଣା ପାଇଁ ବିନା ଭକ୍ତରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ନୀତି … Continue reading ଆଜି ଶ୍ରୀଜଗନ୍ନାଥଙ୍କ ଜନ୍ମବେଦୀରେ ସନ୍ଧ୍ୟା ଦର୍ଶନ