ଏକାଠି ହେବେ ସିଦ୍ଧୁ ଓ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ

ନୂଆଦିଲ୍ଲୀ: ପଞ୍ଜାବ କଂଗ୍ରେସରେ ସିଦ୍ଧୁ ବନାମ ଅମରିନ୍ଦର ସିଂ ମଧ୍ୟରେ କଳହରେ ଲାଗିଲା ବ୍ରେକ୍ ଲାଗିବ। ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଭାବେ ସିଦ୍ଧୁଙ୍କୁ ଦଳ ଚୟନ କରିବା ପରେ ୨୩ ତାରିଖରେ ହେବାକୁ ଥିବା ଦାୟିତ୍ୱ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଯୋଗଦେବେ ବୋଲି ଜଣାପଡିଛି। ପଞ୍ଜାବ କଂଗ୍ରେସ କମିଟିର କାର୍ଯ୍ୟକାରିଣୀ ସଭାପତି କୁଲଜିତ୍ ନାଗ୍ରା ଏବଂ ସଙ୍ଗତ ସିଂ ଗିଲଜିଆନ୍ ମୋହାଲିସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଫାର୍ମ ହାଉସରେ … Continue reading ଏକାଠି ହେବେ ସିଦ୍ଧୁ ଓ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ