ଲଘୁଚାପ ପ୍ରଭାବରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୯ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇ ଏକ ଓ୍ବେଲମାର୍କଡ୍ ବା ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର କିଛି ଅଂଶ ଏବେ ସମୁଦ୍ରରେ ଓ ଆଉ କିଛି ଅଂଶ ଓଡ଼ିଶା, ପଶ୍ଚିମବଙ୍ଗ ଓ ଛତିଶଗଡ଼ ଉପରେ ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି … Continue reading ଲଘୁଚାପ ପ୍ରଭାବରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୯ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି