ପୁଲିସ ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ

ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରର ପୁଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଥିବା ସୂଚନା। ଗ୍ୟାଙ୍ଗଷ୍ଟର ହାଇଦରକୁ ପୁଲିସ ଏନକାଉଣ୍ଟର କରିଛି। କଟକ ଜିଲ୍ଲା ଚୌଦ୍ୱାର ଜେଲରୁ ମୟୁରଭଞ୍ଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ। ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା। କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା। ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ … Continue reading ପୁଲିସ ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ